ସୃଷ୍ଟି ହେଲା ସୁଦୃଶଃ ଲଘୁଚାପ କ୍ଷେତ୍ର, ପରବର୍ତୀ ୩ ଦିନ ଯାଏଁ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରି ଏହା ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-ବଙ୍ଗ ଉପକୂଳ ମୁହାଁ ହେବ ସମ୍ଭାବନା

0
380
ପରବର୍ତୀ ୩ ଦିନ ଯାଏଁ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରି ଏହା ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-ବଙ୍ଗ ଉପକୂଳ ମୁହାଁ ହେବ ସମ୍ଭାବନା ରହିଛି

By Our Correspondent

BHUBANESWAR: ସୃଷ୍ଟି ହେଲା ସୁଦୃଶଃ ଲଘୁଚାପକ୍ଷେତ୍ର .ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେସୁଦୃଶଃ- ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି |

ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି |

 ପରବର୍ତୀ ୩ ଦିନ ଯାଏଁ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରି ଏହା ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-ବଙ୍ଗ ଉପକୂଳ ମୁହାଁ ହେବ ସମ୍ଭାବନା ରହିଛି.

LEAVE A REPLY

Please enter your comment!
Please enter your name here