ସେପ୍ଟେମ୍ବର ୨୫ ବେଳକୁ ପଶ୍ଚିମ ରାଜସ୍ଥାନ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା

0
271

By Our Correspondent

BHUBANESWAR:  ୨୫ ସେପ୍ଟେମ୍ବର ବେଳକୁ ପଶ୍ଚିମ ରାଜସ୍ଥାନ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି.

୧ ସେପ୍ଟେମ୍ବର ରୁ ଆଜି ୨୨ ସେପ୍ଟେମ୍ବର ମଧ୍ୟରେ   ରାଜ୍ୟରେ ଏଯାବତ ୨୯୩.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୯୨.୭ ମିମି ତୁଳନାରେ ୫୨ ପ୍ରତିଶତ ଅଧିକ ରହିଛି.

LEAVE A REPLY

Please enter your comment!
Please enter your name here