By Our Correspondent
PURI: ଅଦ୍ୟ ତା୩୦.୦୬.୨୦୨୫ରିଖ,ସୋମବାର ଆଷାଢ଼:ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ *ବନକଲାଗି* ନୀତି ଅନୁଷ୍ଠିତ ହେବ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତ୍ର ଘ.୯.୦୦ ଟିକା ଠାରୁ ବିଳମ୍ବିତ ରାତ୍ର ଘ.୨.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।




























