ସୋମବାର ବୈଶାଖ:କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ପଇତାଲାଗି’ ନୀତି, ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
364

By Our Correspondent

PURI/BHUBANESWAR:   ଆସନ୍ତାକାଲି ତା୨୧.୪.୨୦୨୫ରିଖ, ସୋମବାର ବୈଶାଖ:କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ପଇତାଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here