ସୋମବାର ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ଖସାପଡା ଲାଗି’ ନୀତି ଅନୁଷ୍ଠିତ ହେବ , ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ 

0
804

By Our Correspondent

PURI: ଆସନ୍ତାକାଲି ତା୨୮.୦୭.୨୦୨୫ରିଖ,ସୋମବାର ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ଖସାପଡା ଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ  ।

LEAVE A REPLY

Please enter your comment!
Please enter your name here