ସୋମବାର ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି, ଆପାତତଃ ସନ୍ଧ୍ୟା ଘ.୬.୦୦ ଟକା ରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
141

By Our Correspondent

PURI/BHUBANESWAR: ଆସନ୍ତାକାଲି ତା୦୧.୦୪.୨୦୨୪ ରିଖ ସୋମବାର, ଚୈତ୍ର..କୃଷ୍ଣ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ‘ଖସାପଡ଼ା ଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟକା ରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here