୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି

0
314

By Our Correspondent

BHUBANESWAR:  ୧୮ବେଳକୁ ଲଘୁଚାପ ସମ୍ଭାବନା .ଉତର-ପୂର୍ବ ତତ-ସଂଲଗ୍ନ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି  ଉଚ୍ଚତା ମଧ୍ୟରେ  ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି  |

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି |

LEAVE A REPLY

Please enter your comment!
Please enter your name here