୨୧ ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ ରୁ ୧୦ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା

0
93

By Our Correspondent

BHUBANESWAR:   ଆଗାମୀ ୨୧ ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା  ୮ ରୁ ୧୦ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା.

ଆସନ୍ତା କାଲିଠାରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା , ୨୨ ରୁ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସମ୍ଭାବନା.

ବର୍ତମାନର ପାଣିପାଗ ସ୍ତିତି ପ୍ରଭାବରେ ରାଜ୍ୟରେ  ଗତ ୨୪ ଘଣ୍ଟାରେ ୨୫.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୦.୬ ମିମି ତୁଳନାରେ ୩୮୯୬% ଅଧିକ ବର୍ଷା ରେକର୍ଡ କରାଯାଇଛି.

LEAVE A REPLY

Please enter your comment!
Please enter your name here