୨୯ରେ ଘୂର୍ଣ୍ଣିବଳୟ ପରବର୍ତ୍ତୀ ୪୮ଘଣ୍ଟାରେ ଲଘୁଚାପ !

0
366

By Our Correspondent

BHUBANESWAR:   ୨୯ରେ ଘୂର୍ଣ୍ଣିବଳୟ ପରବର୍ତ୍ତୀ ୪୮ଘଣ୍ଟାରେ ଲଘୁଚାପ !.

୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି, ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ଆଣ୍ଡାମାନସାଗର ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା.

LEAVE A REPLY

Please enter your comment!
Please enter your name here