୩ରୁ  ରାଜ୍ୟରେ ବଦଳିବ ପାଗ, ୪ରେ ବଙ୍ଗୋପସାଗର ରେ ଘୂର୍ଣ୍ଣିବଳୟ

0
319
ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି !. ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୦.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୭.୯ ମିମି ତୁଳନାରେ ୯୮% କମ ରହିଛି.

By Our Correspondent

BHUBANESWAR:   ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି !. ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୦.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୭.୯ ମିମି ତୁଳନାରେ ୯୮% କମ ରହିଛି.

ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ  ସମୁଦ୍ର ପତ୍ତନ ଠାରୁ ୦.୯ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ  ସକ୍ରିୟ ରହିଛି.

୩ରୁ  ରାଜ୍ୟରେ ବଦଳିବ ପାଗ ୪ରେ ବଙ୍ଗୋପସାଗର ରେ ଘୂର୍ଣ୍ଣିବଳୟ.୪ ସେପ୍ଟେମ୍ବର ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ  ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି,   ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ୩ ତାରିଖରୁ ବଢିବ ବର୍ଷାର ବିସ୍ତୃତି.

ମୌସୁମୀ ନିମ୍ନ ଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଯଥେଷ୍ଟ ଉତ୍ତରରେ ରହିବା ସହ ହିମାଳୟର ପାଦଦେଶରେ ଅବସ୍ଥାନ କରୁଛି.

LEAVE A REPLY

Please enter your comment!
Please enter your name here