୫ଟି -ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏସ୍‌ସିବି ରୂପାନ୍ତର କାମର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ୪ଟି କ୍ଲିନିକାଲ ବ୍ଲକ୍ ଓ ୧୩ଟି ଆବାସିକ ବ୍ଲକ୍ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସଂପୂର୍ଣ୍ଣ ଭାବେ ଶେଷ କରିବାକୁ  ନିର୍ଦ୍ଦେଶ

0
210
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ ଆଜି ସଂଧ୍ୟାରେ କଟକ ଗସ୍ତ କରି ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି। ଏସସିବି ମେଡିକାଲ୍, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍ସା ବାଳିକା ବିଦ୍ୟାଳୟ ଆଦି ପରିଦର୍ଶନ କରିଥିଲେ.

By Our Correspondent

CUTTACK/BHUBANESWAR: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ ଆଜି ସଂଧ୍ୟାରେ କଟକ ଗସ୍ତ କରି ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି। ଏସସିବି ମେଡିକାଲ୍, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି  ପରିଦର୍ଶନ କରିଥିଲେ.

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ ବିଭିନ୍ନ ରୂପାନ୍ତର କାମ ସମୀକ୍ଷା କରିଥିଲେ। ଏସ୍‌ସିବି ରୂପାନ୍ତର କାମର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସଂପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here