5T -ନବୀନ ଓଡ଼ିଶା ଅଧ୍ୟକ୍ଷ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି

0
399
ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ୍ ପାଣ୍ଡିଆନ ଭୋରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି।ଭୋର ୫ଟାରୁ ୭ଟା ପର୍ଯ୍ୟନ୍ତ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ପାଣ୍ଡିଆନ. ନିର୍ଦ୍ଧାରିତ ସମୟରେ ପରିକ୍ରମା ପ୍ରକଳ୍ପର ସମସ୍ତ କାର୍ଯ୍ୟ ସାରିବା ଉପରେ ଦେଲେ ଗୁରୁତ୍ୱ.

By Our Correspondent

PURI/BHUBANESWAR:   ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ୍ ପାଣ୍ଡିଆନ ଭୋରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି।ଭୋର ୫ଟାରୁ ୭ଟା ପର୍ଯ୍ୟନ୍ତ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ପାଣ୍ଡିଆନ. ନିର୍ଦ୍ଧାରିତ ସମୟରେ ପରିକ୍ରମା ପ୍ରକଳ୍ପର ସମସ୍ତ କାର୍ଯ୍ୟ ସାରିବା ଉପରେ ଦେଲେ ଗୁରୁତ୍ୱ.

 ଏଥିସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଦିଗରେ ପଦକ୍ଷେପ ନେବା ସହ ମଠଗୁଡ଼ିକର ପୁନରୁଦ୍ଧାର, ଲ୍ୟାଣ୍ଡସ୍କାପିଂ କାମ ତ୍ୱରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଆସନ୍ତା ଜାନୁଆରି ୧୭ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ.

LEAVE A REPLY

Please enter your comment!
Please enter your name here