5T Secretary VK Pandian Reviews Development works at Utkalmani’s Pt Gopandhu Das’s Birthplace

0
309

By Our Correspondent  

BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik  ଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ପୁରୀ ଜିଲ୍ଲା ସୁଆଣ୍ଡୋରେ ଉତ୍କଳମଣି ଗୋପାବନ୍ଧୁ ଦାଶଙ୍କ ଜନ୍ମପୀଠ ପରିଦର୍ଶନ କରିଛନ୍ତି। 5T ସଚିବ, ପୁରୀ ଜିଲ୍ଲାପାଳଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ସୁଆଣ୍ଡୋରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ରୂପାନ୍ତରଣ ଦିଗରେ କୋରାପୁଟ ଜିଲ୍ଲାର ପର୍ଯ୍ୟଟନସ୍ଥଳ ଓ ଐତିହ୍ୟ। ମାନ୍ୟବର ମୁଖ୍ୟମନ୍ତ୍ରୀ  ଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଜଗନ୍ନାଥ ସାଗର ମାଷ୍ଟରପ୍ଲାନର ସମୀକ୍ଷା କରିଛନ୍ତି। କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଯଥା ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here