By Our Correspondent
BHUBANESWAR: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୩୦ ଓ ୩୧ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଢ଼େଙ୍କାନାଳ ଜିଲ୍ଲାର ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବା ସହ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆସନ୍ତା ୩୧ ତାରିଖରେ ପ୍ରଥମେ ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ । ନୀଳକଣ୍ଠପୁର ଠାରେ ଦେଶର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ଢ଼େଙ୍କାନାଳ ସହରରେ ଜନସାଧାରଣ ଓ ଦଳୀୟ ନେତୃବୃନ୍ଦଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମକୁ ଶୁଣିବେ । ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଗଷ୍ଟ 8ରେ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ କାର୍ଯ୍ୟକ୍ରମ ସ୍ଥଳି ଗୁଡ଼ିକ ପରିଦର୍ଶନ କରିବେ ।









![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















