CM Announces Rs 2 Lakh Ex-Gratia for Road Accident Victims

0
430

By Our Correspondent

BHUBANESWAR: ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

At least three persons, including a woman were killed and five others suffered grievous injuries after a speeding SUV had a collision with an autorickshaw and a two-wheeler on NH-57 near Badabahali Chhak in Sonepur district early this morning.

Sources said seven persons were travelling in a SUV, when the ill-fated vehicle hit an auto-rickshaw and and a motorcycle parked on roadside. Three occupants of the car died on the spot, while remaining others were severely wounded in the mishap.

LEAVE A REPLY

Please enter your comment!
Please enter your name here