CM inaugurates 3 Academic Block of Utkal University of Culture

0
770

By Our Correspondent

BHUBANESWAR:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସମାରୋହକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥି ସହିତ ବିଶ୍ବବିଦ୍ୟାଳୟର ୩ଟି ନୂତନ ଏକାଡେମିକ୍‌ ବ୍ଲକ୍‌କୁ ଲୋକାର୍ପିତ କରିଛନ୍ତି।

ବିଶ୍ବବିଦ୍ୟାଳୟ ପରିସରରେ ନିର୍ମିତ ଭାସ୍କର୍ଯ୍ୟ ଉଦ୍ୟାନକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ ଶିଳ୍ପୀ ମାନଙ୍କର କଳାକୃତୀର ଉଚ୍ଚପ୍ରଶଂସା କରିଥିଲେ। ରାଜ୍ୟ ସଂଗ୍ରହାଳୟ ଦ୍ବାରା ପ୍ରକାଶିତ ଦୁଇଟି କାଳଜୟୀ ପୁସ୍ତକ Illustrated Palmleaf Manuscript ଓ Timeless Tales  ପୁସ୍ତକ ଲୋକାର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here