CM Launches E-Marketing Platform for SHG Products

0
437

By Our Correspondent

BHUBANESWAR: Chief Minister Naveen Patnaik on Wednesday launched an e-marketing platform for products prepared by SHGs. Among others, Minister Tukuni Sahu, Chief Secretary SC Mahapatra, Secretary Sujata Karthikeyan, 5T Secretary VK Pandian and other officials were present during the programme.

He also laid foundation stone virtually for the Mission Shakti market on the premises of the SIRD campus in Bhubaneswar.

He announced the District Mission Shakti Bhawan will be established in each district of the State. He added Rs 1 crore will be sanctioned to each district for the Mission Shakti Bhawan.

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି

ମିଶନ ଶକ୍ତି ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥା, କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା, ଫେଡେରେସନ ଇସି ମେମ୍ବର ମାନଙ୍କ ବୈଠକ ବାବଦ ଦେୟ ଓ ଗସ୍ତ ପାଇଁ ଭତ୍ତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ.ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ମିଶନ ଶକ୍ତି ମା ମାନଙ୍କ ସଶକ୍ତିକରଣ ଦିଗରେ ସବୁବେଳେ ବାଟ ଦେଖାଇ ଚାଲିବ।

ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି।.ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି.

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ମିଶନ ଶକ୍ତି ମା ମାନଙ୍କ ସଶକ୍ତିକରଣ ଦିଗରେ ସବୁବେଳେ ବାଟ ଦେଖାଇ ଚାଲିବ। ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି।

LEAVE A REPLY

Please enter your comment!
Please enter your name here