Dharmendra Pradhan-Baijayant Panda condoles the sad demise of Former Odisha Speaker Maheswar Mohanty

0
431
Leaders cutting across Party line, on Tuesday deeply condoled the sad demise of former Odisha Speaker and veteran BJD leader Maheswar Mohanty, who passed away here.

By Our Correspondent

BHUBANESWAR:  Leaders cutting across Party line, on Tuesday deeply condoled the sad demise of former Odisha Speaker and veteran BJD leader Maheswar Mohanty, who passed away here.

He was elected from Puri Assembly constituency for 5 times. He also served as a Cabinet minister for several years .He also served as Speaker of Odisha Assembly from 2004 to 2008.

‘ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜେଡ଼ିର ବରିଷ୍ଠ ନେତା, ମହେଶ୍ୱର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ଚିରସ୍ମରଣୀୟ ରହିବ। ତାଙ୍କର ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।, Minister Jagannath Saraka said.

ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।   ଟ୍ୱିଟ୍ କରିଛନ୍ତି ଯେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମହେଶ୍ୱର ମହାନ୍ତିଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ବହୁତ ଘନିଷ୍ଠ ଥିଲା । ମୁଁ ତାଙ୍କ ଠାରୁ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାର ସମ୍ମାନଜନକ “ଉତ୍କଳମଣି ଗୋପବନ୍ଧୁ ପ୍ରତିଭା – ୨୦୦୩” ପୁରସ୍କାର ଗ୍ରହଣ କରିଥିଲି । ତାଙ୍କ ସହ ଥିବା ମୋର ସ୍ମୃତି ସ୍ମରଣୀୟ ହୋଇରହିବ ।  

ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ଓ ତାଙ୍କର ସାଂଗଠନିକ ଦକ୍ଷତା ସବୁ ଦିନ ପାଇଁ ମନେରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

‘ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଶ୍ରୀଯୁକ୍ତ ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଏବଂ ମର୍ମାହତ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।ଓଁ ଶାନ୍ତି 🙏🙏,’ BJP National VP Baijayant Jay Panda said.

‘Deeply sorry to hear about the passing away of Sri Maheshwar Mohanty. He was Speaker during my tenure as MLA from 2004-2009. My deepest condolences to his family and Well-wishers. Om Shanti,” BJD leader Kalikesh Narayan Singh Deo said.

LEAVE A REPLY

Please enter your comment!
Please enter your name here