Dharmendra Pradhan felicitates Pradhan Mantri Rastriya Bal Puraskar awardee Shri Sambhab Mishra

0
468

By Our Correspondent
NEW DELHI/BHUBANESWAR: କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତବର୍ଷ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ରେ ସମ୍ମାନିତ ହୋଇଥିବା ଓଡ଼ିଶାର ସମ୍ଭବ ମିଶ୍ର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ ସମ୍ଭବଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here