By Our Correspondent
BHUBANESWAR: ଗୃହରକ୍ଷୀ ମାନଙ୍କ Duty Call Up Allowanceରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।
ପୂର୍ବରୁ ଗୃହରକ୍ଷୀ ମାନଙ୍କୁ Duty Call up allowance ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କ call up allowance ଭାବରେ ମାସିକ ୧୨,୪୮୦ ଟଙ୍କା ମିଳିବ। ଏତଦ୍ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍ ମିଳିବ।
![Ornab]over Eastcentral and adjoining Westcentral Bay of Bengal moved westwards with a speed of 15 kmph during last 6 hours, lay centered at 0830 hrs IST of 26th October over the same region near latitude 15.4°N and longitude 88.5°E, 580 km southeast of Gopalpur (Odisha), 610 km east-southeast of Vishakhapatnam (Andhra Pradesh), 620 km northwest of Sri Vijaya Puram (Andaman Islands), 690 km east-southeast of Kakinada (Andhra Pradesh), 790 km east-southeast of Machilipatnam (Andhra Pradesh) and 860 km east-southeast of Bapatla (Andhra Pradesh)](https://indianewsdiary.com/wp-content/uploads/2018/10/cyclone-and-heavy-rain-218x150.jpg)
























