By Our Correspondent
BHUBANESWAR: ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।
ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା ।
ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି ।
ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।









![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















