Infocity PS Case No-270, illegal liquor trader arrested

0
607

By Our Correspondent

BHUBANESWAR: Infocity PS Case No-270, dtd-07.08.2023, U/S-52 (a) (i) Odisha Excise Act-2008. PO: Chunakoli Basti, PS- Infocity, BBSR UPD.

Gist of the Case:

ଇନଫୋସିଟି ଥାନା ପୁଲିସ ବେଆଇନ ଦେଶୀ ମଦ ବିକ୍ରୟ ଅଭିଯୋଗରେ ନିମ୍ନୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ବିଶେଷ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଆଧାରରେ ଇନଫୋସିଟି ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ପାଟ୍ରୋଲିଂ ଟିମ୍ ଥାନା ଅନ୍ତର୍ଗତ ଚୁନକୋଳି ବସ୍ତିରେ ଥିବା ଅଭିଯୁକ୍ତର ଘର ନିକଟରେ ଚଢଉ କରିବା ସହ ସର୍ବସାଧାରଣରେ ବେଆଇନ ଭାବେ ଦେଶୀ ମଦ ବିକ୍ରି ଅଭିଯୋଗରେ ନିମ୍ନୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ ।

ତଲାସି ବେଳେ ଅଭିଯୁକ୍ତଙ୍କ ହେପାଜତରୁ ମୋଟ ୫୨.୫ ଲିଟର ଦେଶୀମଦ ଜବତ କରାଯାଇଥିଲା । ପଚରା ଉଚରା ବେଳେ, ଅଭିଯୁକ୍ତ ଜଣକ ଏହି ଦେଶୀ ମଦ ବିକ୍ରୟ ନେଇ କୌଣସି ବୈଧ ଲାଇସେନ୍ସ ଦେଖାଇପାରି ନଥିବା ବେଳେ, ଉକ୍ତ ଦେଶୀ ମଦକୁ ବେଆଇନ ଭାବରେ ସର୍ବସାଧାରଣରେ ବିକ୍ରୟ କରୁଥିବା ସ୍ଵୀକାର କରିଥିଲେ । ବର୍ତ୍ତମାନ ଏହି ମାମଲାର ଅଧିକ ତଦନ୍ତ ଚାଲୁ ରହିଛି ।

Name & Address of Accused person:

1.         Bajinath @Bajinath Hembram (33), S/O- Late Chalkhan Hembram of Vill- Kendumara, PS- Bisoi, Dist- Mayurbhanj, At/Pr- Chunakoli Basti, PS- Infocity, BBSR UPD.

Article Seized:

1.         52.5ltr of ID liquor.

LEAVE A REPLY

Please enter your comment!
Please enter your name here