By Our Correspondent
PARADIP/BHUBANESWAR: ପାରାଦୀପ ସ୍ଥିତ ଜେ ଏସ ଡ ବ୍ଲୁ କାର୍ଯ୍ୟାଳୟ ପରିସରରେ ୭୬ ତମ ସ୍ବାଧିନତା ଦିବସ ପାଳନ କରାଯାଇଛି। ଏହି ଉତ୍ସବରେ କମ୍ପାନୀର ବରିଷ୍ଠ ଅଧିକାରୀ ବିଭୁପ୍ରଦ ନନ୍ଦ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ଆଜାଦୀ କି ଅମୃତ ମହୋତ୍ସବର ୭୫ ତମ ପୂର୍ତ୍ତି ପାଇଁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦେଶର ସ୍ବାଧୀନତା ପାଇଁ ତ୍ୟାଗ ଓ ବଳିଦାନ ଦେଇଥିବା ସେହି ମହାନ ଦେଶଭକ୍ତ ଓ ସ୍ବାଧିନତା ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ।
ଏହି ଅବସରରେ କମ୍ପାନୀର ସୁରକ୍ଷା ବିଭାଗର ଅଧିକାରୀ ବିଜୟ ସୁରଙ୍କ ନେତୃତ୍ୱରେ ଉଲ୍ଲେଖନୀୟ ଅବଦାନ ପାଇଁ ରମାକାନ୍ତ ପ୍ରଧାନ, ଆଶିଷ ସେଠୀ,ଓ ଆଲୋକ ଦାସଙ୍କୁ ମୂଖ୍ୟ ଅତିଥି ସମ୍ବର୍ଧିତ କରିଥିଲେ। ଏଥି ସହିତ ଜେ ଏସ ଡ ବ୍ଲୁ ପ୍ରସ୍ତାବିତ ଅଞ୍ଚଳ ମାହାଳ ଠାରେ ଥିବା ଅସ୍ଥାୟୀ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ସ୍ବାଧିନତା ଦିବସ ପାଳନ କରାଯାଇଥିଲା।
![Ornab]over Eastcentral and adjoining Westcentral Bay of Bengal moved westwards with a speed of 15 kmph during last 6 hours, lay centered at 0830 hrs IST of 26th October over the same region near latitude 15.4°N and longitude 88.5°E, 580 km southeast of Gopalpur (Odisha), 610 km east-southeast of Vishakhapatnam (Andhra Pradesh), 620 km northwest of Sri Vijaya Puram (Andaman Islands), 690 km east-southeast of Kakinada (Andhra Pradesh), 790 km east-southeast of Machilipatnam (Andhra Pradesh) and 860 km east-southeast of Bapatla (Andhra Pradesh)](https://indianewsdiary.com/wp-content/uploads/2018/10/cyclone-and-heavy-rain-218x150.jpg)








![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















