Odisha announces Summer Vacation for Schools

0
407

By Our Correspondent

BHUBANESWAR:  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକର ଗ୍ରୀଷ୍ମ ଅବକାଶ (ଖରା ଛୁଟି) ଚଳିତ ଏପ୍ରିଲ ୨୧ରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି.

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

As per the decision, all schools — government, private and aided — for all classes upto Standard 12 will remain closed from April 21.

LEAVE A REPLY

Please enter your comment!
Please enter your name here