By Our Correspondent
BHUBANESWAR: ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି .
Odisha’s legendary musician Prafulla Kar passed away, today. He was 83. The veteran singer was suffering from age-related ailments. Kar breathed his last at his residence at Satya Nagar in the city at around 10 pm, family sources said.

























