By Our Correspondent
BHUBANESWAR: BJD Organisational general secretary and MLA Pranab Prakash Das in series of tweets also sought action against senior BJP leader Jayanarayan Mishra. Mishra is Opposition leader in Odisha Assembly and was in news for manhandling a woman police officer.
“@dpradhanbjp ଭାଇ, ଆପଣଙ୍କର ମନେ ଥିବ ଆପଣଙ୍କ ଦଳର ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ବାବୁ ଅତୀତରେ ଆପଣଙ୍କ ରାଜ୍ୟ ସଭାପତିଙ୍କୁ ଚପଲରେ ନିସ୍ତୁକ ପିଟି ରକ୍ତାକ୍ତ କରି ଦେଇଥିଲେ। ଏଥିପାଇଁ ସେ ଦଳରୁ ୬ ବର୍ଷ ପାଇଁ ସସ୍ପେଣ୍ଡ ବି ହୋଇଥିଲେ l,’ Das said.
ଗୋଟିଏ ପରେ ଗୋଟିଏ ଅପରାଧ କରି ଚାଲିଥିବା ସେଇ ନେତା କାଲି ଜଣେ କର୍ତ୍ତବ୍ୟରତ ମହିଳା ଆଇଆଇସିଙ୍କୁ ମାଡ଼ ମାରିଛନ୍ତି। ବିଡ଼ମ୍ବନା ହେଲା, ଯେଉଁ ଜୟନାରାୟଣଙ୍କ ଠାରୁ ଦିନେ ରାଜ୍ୟ ସଭାପତି ମାଡ଼ ଖାଇଥିଲେ, ସେଇ ଜୟନାରାୟଣଙ୍କ ପାଇଁ ଓକିଲାତି କରିବାକୁ ଆଜି ତାଙ୍କୁ ବାଧ୍ୟ କରାଯାଉଛି।, he said.
“ବିଜେପି ଭଳି ଏକ ରାଷ୍ଟ୍ରୀୟ ଦଳର ରାଜ୍ୟ ସଭାପତିଙ୍କୁ ବିରୋଧୀ ଦଳ ନେତା ଯେଭଳି ବ୍ୟବହାର କରୁଛନ୍ତି, ତାହା ଦେଖି ମୋତେ ଦୁଃଖ ଲାଗୁଛି। ଆପଣଙ୍କ ଦଳର ରାଜ୍ୟ ସଭାପତିଙ୍କ ଏଭଳି ଦୟନୀୟ ଅବସ୍ଥା ଦେଖି ଦୟାକରି ନିରବ ରହନ୍ତୁ ନାହିଁ।,’ the BJD leader said.
ଓଡ଼ିଶାବାସୀ ଦୟାକରି ଦେଖନ୍ତୁ, ଓଡ଼ିଶା ବିଜେପିର ଅସଲ ଚେହେରା। ନାରୀ ସୁରକ୍ଷା ଓ ସଶକ୍ତିକରଣ ନେଇ ଓଡ଼ିଶା ବିଜେପି ଡିଣ୍ଡିମ ପିଟୁଥିବା ବେଳେ ବିଧାନସଭାର ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ଜୟନାରାୟଣ ମିଶ୍ରଙ୍କ ଏ ହେଉଛି ନାରୀଙ୍କ ପ୍ରତି ସମ୍ମାନ।, he added.
Meanwhile, The Biju Mahila Janata Dal, the women wing of ruling BJD in Odisha, on Thursday held a massive demonstration demanding arrest of Opposition Leader Jayanarayan Mishra for manhandling a woman police official.
Biju Mahila Janata Dal staged a protest at Lower PMG demanding removal of BJP leader Shri Jayanarayan Mishra from the post of Leader of Opposition for physically assaulting a lady police officer on duty. Women of Odisha want that Mishra and BJP should apologise for the incident, they said.
![Ornab]over Eastcentral and adjoining Westcentral Bay of Bengal moved westwards with a speed of 15 kmph during last 6 hours, lay centered at 0830 hrs IST of 26th October over the same region near latitude 15.4°N and longitude 88.5°E, 580 km southeast of Gopalpur (Odisha), 610 km east-southeast of Vishakhapatnam (Andhra Pradesh), 620 km northwest of Sri Vijaya Puram (Andaman Islands), 690 km east-southeast of Kakinada (Andhra Pradesh), 790 km east-southeast of Machilipatnam (Andhra Pradesh) and 860 km east-southeast of Bapatla (Andhra Pradesh)](https://indianewsdiary.com/wp-content/uploads/2018/10/cyclone-and-heavy-rain-218x150.jpg)
























