Possibility of Cyclone in West-Central Bay of Bengal

0
780
IMD-Bhubaneswar

By Our Correspondent

BHUBANESWAR: ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ, IMD-Bhubaneswar said on Tuesday.

ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି | ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା.

ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟା ର ରୂପ ନେବାର ସମ୍ଭାବନା ରହିଛି.

LEAVE A REPLY

Please enter your comment!
Please enter your name here