Tag: ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
By Our Correspondent
BHUBANESWAR: ଓଡ଼ିଶାର ବିଶିଷ୍ଟ କବି ତଥା ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ରମାକାନ୍ତ ରଥଙ୍କ ଆଜି ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୧...














