By Our Correspondent
NEW DELHI/BHUBANESWAR: “आज माननीय केंद्रीय मंत्री श्री @dpradhanbjp जी से नई दिल्ली में शिष्टाचार भेंट की।आपके सतत सहयोग से उत्तर प्रदेश समग्र विकास के सुपथ पर निरंतर अग्रसर है। हार्दिक आभार!,” Uttar Pradesh Chief Minister designate for second term Yogi Adityanath tweeted @myogiadityanath.
ଆଜି ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଦୁଇ ନେତାଙ୍କର ଭେଟ ହୋଇଥିଲା ।
ଯୋଗୀ ଆଦିତ୍ୟନାଥ ତାଙ୍କ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ ହେଲା । କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗରେ ଉତ୍ତରପ୍ରଦେଶ ସାମଗ୍ରିକ ବିକାଶ ପଥରେ ଅଗ୍ରସର ହେବ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ମାର୍ଗଦର୍ଶନରେ ୟୁପିରେ ଐତିହାସିକ ଜନାଦେଶ ପାଇଁ ଯୋଗୀଙ୍କୁ ଶୁଭେଚ୍ଛା । ଯୋଗୀଙ୍କ ପ୍ରଭାବଶାଳୀ ନେତୃତ୍ୱରେ ଉତ୍ତରପ୍ରଦେଶ ପ୍ରଗତି ଏବଂ ସୁଶାସନର ନୂଆ ଶିଖରକୁ ଛୁଇଁବ ।
ଉତ୍ତରପ୍ରଦେଶରେ ବିଜେପିର ବିପୁଳ ବିଜୟ ପରେ ହେଲା ଏହା ପ୍ରଥମ ସାକ୍ଷାତକାର